ଓଟିଇଟି ପ୍ରଶ୍ନପତ୍ର ଲିକକୁ ନେଇ ଏବିଭିବି ଛାତ୍ରଛାତ୍ରୀଙ୍କ ବିକ୍ଷୋଭ । ଶିକ୍ଷାମନ୍ତ୍ରୀ ବଦ୍ରି ନାରାୟଣ ପାତ୍ରଙ୍କ ଘର ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ବାରମ୍ବାର ପ୍ରଶ୍ନପତ୍ର ଲିକ ହୋଇଥିଲେ ମଧ୍ୟ ସରକାର ଏଥିପ୍ରତି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହାଁନ୍ତି ବୋଲି ସେମାନେ କହିଛନ୍ତି । ବିଭାଗୀୟ ମନ୍ତ୍ରୀ ଓ ଅଧିକାରୀଙ୍କ ବିରୋଧରେ ସେମାନେ କାର୍ଯ୍ୟାନୁଷ୍ଠାନ ଦାବୀ କରିଛନ୍ତି ।

LEAVE A REPLY

Please enter your comment!
Please enter your name here