Home Big Story ମୁଖ୍ୟମନ୍ତ୍ରୀଙ୍କ କୋରାପୁଟ ଓ ନବରଙ୍ଗପୁର ଗସ୍ତ Big StoryTrending News ମୁଖ୍ୟମନ୍ତ୍ରୀଙ୍କ କୋରାପୁଟ ଓ ନବରଙ୍ଗପୁର ଗସ୍ତ By Takshak Bureau - February 5, 2019 193 0 Facebook Twitter Google+ Pinterest WhatsApp ମଙ୍ଗଳବାର କୋରାପୁଟ ନବରଙ୍ଗପୁର ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବରଙ୍ଗପୁରରେ ୧୦୯୭ କୋଟି ଟଙ୍କା ବ୍ୟୟରେ ୧୬ଟି ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ କରିଛନ୍ତି ।ଉମରକୋଟରେ ଆୟୋଜିତ ସମାବେଶରେ ଉଦବୋଧନ ଦେଇ କେନ୍ଦ୍ର ଉପରେ ଖୁବ୍ ବର୍ଷିଛନ୍ତି ମୁଖ୍ୟମନ୍ତ୍ରୀ । କେନ୍ଦ୍ରର ଅବହେଳା ନେଇ ସମାଲୋଚନା ମଧ୍ୟ କରିଛନ୍ତି । କେନ୍ଦ୍ର ସରକାର କେବିକେ ଅନୁଦାନ ବନ୍ଦ କରିଥିବାବେଳେ ବିଜେଡି ସରକାର କେବିକେ ଅଞ୍ଚଳ ପାଇଁ ବିଜୁ କେବିକେ ଯୋଜନା ଚାଲୁ ରଖିଛି ବୋଲି ନବୀନ କହିଛନ୍ତି । ଅନ୍ୟପଟେ କୋରାପୁଟ ଜୟପୁରରେ ବିଜେଡ଼ିର ଯୁବ ସମାବେଶରେ ମଧ୍ୟ ନବୀନ ଯୋଗ ଦେଇଛନ୍ତି । ବିଜୁ ଯୁବ ବାହିନୀ ପକ୍ଷରୁ ଆଂଚଳିକ ସମାବେଶରେ ଉଦବୋଧନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । କୋରାପୁଟରେ ୧୧ଶହ ୩୬ ଦଶମିକ ୪୧ କୋଟି ଟଙ୍କା ମୁଲ୍ୟର ୩୧ଟି ଜନହିତକାରୀ ପ୍ରକଳ୍ପର ଉଦଘାଟନ କରିଛନ୍ତି ନବୀନ । RELATED ARTICLESMORE FROM AUTHOR Big Story ପାଗ ଖରାପ ଯୋଗୁ ବିଳମ୍ବ ହେଉଛି ଅନ୍ତରୀକ୍ଷ ଯାତ୍ରା National ସ୍ବାମୀଙ୍କୁ ହତ୍ୟା କରି ଆତ୍ମସମର୍ପଣ କଲା ପତ୍ନୀ Big Story ଛତିଶଗଡରୁ ଓଡିଶା ଭିତରକୁ ପଶି ଆସିଛନ୍ତି ମାଓବାଦୀ LEAVE A REPLY Cancel reply Please enter your comment! Please enter your name here You have entered an incorrect email address! Please enter your email address here Save my name, email, and website in this browser for the next time I comment. - Advertisement - Latest article ରାଜ୍ୟରେ ଆଉ 5 କରୋନା ଆକ୍ରାନ୍ତ ଚିହ୍ନଟ Takshak Bureau - May 28, 2025 0 ଭୁବନେଶ୍ବର - ରାଜ୍ୟରେ ଆଉ ପାଞ୍ଚଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବା ପୁଣି ଚିନ୍ତାର... ମାଲକାନଗିରିରେ ପହଲଗାମ ପ୍ରତିବାଦ Takshak Bureau - April 25, 2025 0 ଜମ୍ମୁ କାଶ୍ମୀର ପହେଲଗାମ ଆତଙ୍କବାଦୀ ହାମଲାରେ ୨୮ ଜଣ ପର୍ଯ୍ୟଟକ ପ୍ରାଣ ହରାଇଛନ୍ତି। ଅତି ନିର୍ମମ ଭାବରେ ଆତଙ୍କୀ ମାନେ ନିର୍ଦ୍ଧୋଷୀ ପର୍ଯ୍ୟଟକଙ୍କ ପ୍ରାଣ ନେଇଛନ୍ତି। ଏଭଳି ଘଟଣାକୁ ବିଭିନ୍ନ ମହଲରେ ଦୃଢ଼... ଫେବୃଆରୀରୁ ଲାଗୁ ହେବ ଆୟୁଷ୍ମାନ ଭାରତ Takshak Bureau - December 30, 2024 0 ଆସନ୍ତା ଫେବୃଆରୀରୁ ଲାଗୁ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ । ନିର୍ବାଚନ ବେଳେ ଆଯୁଷ୍ମାନ ଭାରତ ଯୋଜନା ଲାଗୁ କରିବାକୁ ପ୍ରତିଶ୍ରୁତି ଦେଇଥିଲା ବିଜେପି । ଏବେ କ୍ଷମତାସୀନ ହେବାର ଛମାସ ପରେ...