ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ପକ୍ଷରୁ ଆରମ୍ଭ ହୋଇଛି ଜନ ଆର୍ଶିବାଦ ଯାତ୍ରା । ଲିଙ୍ଗରାଜ ମନ୍ଦିରରୁ ବାହାରିଛି ଯାତ୍ରା । ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଜନବିରୋଧୀ ନୀତିକୁ ଲୋକଙ୍କ ପାଖରେ ପହଁଞ୍ଚାଇବା ପାଇଁ ଏହି ଯାତ୍ରା କରାଯାଇଛି । ଜନ ଆର୍ଶୀବାଦ ଯାତ୍ରାରେ ବିରୋଧୀ ଦଳ ନେତା ନରସିଂହ ମିଶ୍ର, ବରିଷ୍ଠ ନେତା ସୁରେଶ ରାଉତରାୟ ପ୍ରମୁଖ ସାମିଲ ହୋଇଥିଲେ ।

LEAVE A REPLY

Please enter your comment!
Please enter your name here