ଗୁରୁବାର ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମୁମ୍ବାଇ ଗସ୍ତ କରିଛନ୍ତି. ମୁମ୍ବାଇରେ ଆୟୋଜିତ ସ୍ପୋର୍ଟ୍ସଷ୍ଟାର ଆୱାର୍ଡ କାର୍ଯ୍ୟକ୍ରମରେ ନବୀନ ଯୋଗ ଦେବେ ବୋଲି ସୂଚନା ମିଳିଛି. ସନ୍ଧ୍ୟାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ. ମୁଖ୍ୟମନ୍ତ୍ରୀ ସେଠାରେ ଉପସ୍ଥିତ ରହି ପୁରସ୍କାର ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି. ତେବେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ସେଠାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବା ସହ ସମସ୍ତ ପ୍ରକାର ବନ୍ଦୋବସ୍ତ ମଧ୍ୟ କରାଯାଇଛି.

LEAVE A REPLY

Please enter your comment!
Please enter your name here