ଉଠା ଜଳସେଚନ ନିଗମର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ବରିଷ୍ଠ ବିଜେଡି ନେତା ରଘୁନାଥ ମହାନ୍ତି । ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି ରଘୁନାଥ। ତେବେ ଇସ୍ତଫା ପରେ ସେ ନିର୍ବାଚନ ଲଢିବା ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି । ବସ୍ତା ନିର୍ବାଚନ ମଣ୍ଡଳୀରୁ ସେ ବିଧାୟକ ପ୍ରାର୍ଥୀ ହେବା ପାଇଁ ଚାହୁଁଥିବା ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here