ବରିଷ୍ଠ ଆଇଏଏସ ଗଗନ ଧଳ ଚାକିରିରୁ ଇସ୍ତଫା ଦେଇଛନ୍ତି । ୧୯୮୫ ବ୍ୟାଚର ବରିଷ୍ଠ ଆଇଏଏସ ହେଉଛନ୍ତି ଗଗନ ଧଳ । କୃଷି ଉତ୍ପାଦନ କମିଶନର ଭାବେ କାର୍ଯ୍ୟରତ ଥିଲେ ଗଗନ । ଗଗନ ଧଳଙ୍କ ଜାଗାରେ ପ୍ରଦୀପ୍ତ ମହାପାତ୍ରଙ୍କୁ ନିଯୁକ୍ତି ମିଳିଛି । କୃଷି ଉତ୍ପାଦନ କମିଶନର ଭାବେ ପ୍ରଦୀପ୍ତଙ୍କୁ ନିଯୁକ୍ତି ମିଳିଛି ।

LEAVE A REPLY

Please enter your comment!
Please enter your name here