ଥାନାକୁ ଗଲା ଫିଲ୍ମ ‘ମିଷ୍ଟର କହ୍ନେୟା’ ପୋଷ୍ଟର ବିବାଦ । ମହିଳା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ସାମାଜିକ କର୍ମୀ । ସାମାଜିକ କର୍ମୀ ଲିଙ୍କନ ସୁବୁଦ୍ଧିଙ୍କ ପକ୍ଷରୁ ଥାନାରେ ଲିଖିତ ଅଭିଯୋଗ । ଫିଲ୍ମରେ ମହିଳାମାନଙ୍କୁ ଅପମାନିତ କରାଯାଇଥିବା ଉଲ୍ଲେଖ ରହିଛି । ଫିଲ୍ମର ପ୍ରଯୋଜନ, ନିଦେ୍ର୍ଦଶକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହୋଇଛି । ଫିଲ୍ମର ଅଭିନେତା ପପୁ ପମ ପମଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି ମଧ୍ୟ କରାଯାଇଛି । କାର୍ଯ୍ୟାନୁଷ୍ଠାନ ସହ ଫିଲ୍ମକୁ ସଂପୂର୍ଣ୍ଣ ବ୍ୟାନ୍ ପାଇଁ ମଧ୍ୟ ଦାବି କରାଯାଇଛି ।

LEAVE A REPLY

Please enter your comment!
Please enter your name here