ସଂଶୋଧିତ ମୋଟର ଭେଇକିଲ ଆଇନ ଓ ଜରିମାନା ପ୍ରସଙ୍ଗ । ନୂଆ ଟ୍ରାଫିକ ନିୟମକୁ ନେଇ ରାଜ୍ୟ ସରକାରଙ୍କ ବଡ ଘୋଷଣା । ଲୋକଙ୍କ ରୋଷକୁ ଦେଖି ୩ ମାସ କୋହଳ କଲେ ମୁଖ୍ୟମନ୍ତ୍ରୀ\n୩ ମାସ ପର୍ଯ୍ୟନ୍ତ ନିୟମ କଡାକଡି ପାଳନ କରିବାକୁ ନିର୍ଦ୍ଦେଶ । ଲୋକଙ୍କ ପ୍ରତି କଠୋର ମନୋଭାବ ପୋଷଣ ନକରିବାକୁ ନିର୍ଦ୍ଦେଶ । କଠୋର ନହୋଇ ଲୋକଙ୍କୁ ବୁଝାଇବାକୁ କହିଲେ ମୁଖ୍ୟମନ୍ତ୍ରୀ । ଲୋକଙ୍କ ସୁବିଧା ପାଇଁ ଅଧିକ କାଉଣ୍ଟର ଖୋଲିବାକୁ ନିର୍ଦ୍ଦେଶ । ଅଧିକ କାଉଣ୍ଟର ପାଇଁ ପରିବହନ ବିଭାଗକୁ ନିର୍ଦ୍ଦେଶ ଦେଲେ । ଟ୍ରାଫିକ ନିୟମ ମାନିବାକୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ

LEAVE A REPLY

Please enter your comment!
Please enter your name here