ପାଠ ପଢିଲେ ବିଧାୟକ । ବିଧାୟକଙ୍କୁ ଶାଳୀନତାର ପାଠ ପଢାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶାଳୀନତା ଓ ସରଳ ଜୀବନଯାପନ ପାଇଁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଖାଲି ସେତିକି ନୁହେଁ ସାଧାରଣ ଲୋକଙ୍କ ସମସ୍ୟା ଦୂର ପାଇଁ କାମ କରିବାକୁ କହିଛନ୍ତି । ଲୋକଙ୍କୁ ଆଖି ଆଗରେ ରଖି ସେମାନଙ୍କ ଉନ୍ନତି କରିବା ଶିଖ । ଗଣତନ୍ତ୍ରର ସଫଳତା ଲୋକଙ୍କ ଉପରେ ନିର୍ଭର କରେ ବୋଲି ନବୀନ ନିର୍ବାଚିତ ବିଧାୟକ ମାନଙ୍କୁ ଟିପ୍ସ ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here