୮୭ବର୍ଷରେ ପାଦ ଥାପିଲେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ । ୧୯୩୨ ମସିହା ସେପ୍ଟେମ୍ବର ୨୬ ତାରିଖରେ ପାକିସ୍ତାନର ଚକୱାଲ ଜିଲ୍ଲା ଘ ଗାଁରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କ ଜନ୍ମ ଦିନ ଅବସରରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ, କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ରାଜନେତାଙ୍କ ଶୁଭେଚ୍ଛାର ସୁଅ ଛୁଟୁଛି ।

LEAVE A REPLY

Please enter your comment!
Please enter your name here