ଝୁଲନ୍ତା ଅବସ୍ଥାରେ ଜୟପୁର ବୋରିଗୁମ୍ମା ଥାନା କୁନ୍ଦୁରଗୁଡା ଭଳିଆବଡ ନିକଟରୁ ଯୁବକ ଓ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି | ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି | ଉଭୟ ଗୋଟିଏ ଗାଁର ହୋଇଥିବା ବେଳେ, ପ୍ରେମ ଜନିତ ଆତ୍ମହତ୍ୟା ହୋଇଥାଇ ପାରେ ବୋଲି ପୋଲିସ ପ୍ରାଥମିକ ତଦନ୍ତରୁ ଅନୁମାନ କରୁଛି | ରବିବାର ସକାଳୁ ଉଭୟଙ୍କ ମୃତ ଦେହ ଝୁଲନ୍ତା ଅବସ୍ଥାରେ ଝୁଲୁଥିବା ଦେଖି ଗ୍ରାମବାସୀ ପୋଲିସକୁ ଖବର ଦେଇଥିଲେ | ପୋଲିସ ଖବର ପାଇଁ ଘଟଣା ସ୍ଥଳରେ ପହଁଚି ମୃତ ଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି | ତେବେ ଏପର୍ଯ୍ୟନ୍ତ ମୃତ୍ୟୁର ପ୍ରକୃତ କାରଣ ଜଣାପଡିନାହିଁ |

LEAVE A REPLY

Please enter your comment!
Please enter your name here