ଭଦ୍ରକରେ ପୁଣି ୪ ପଜିଟିଭ୍ ଚିହ୍ନଟ । ୪ ଜଣଙ୍କ ମଧ୍ୟରୁ ୨ ଧାମନଗର ଓ ୨ ତିହିଡି ବ୍ଲକର । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୪ରେ ପହଁଞ୍ଚିଲା । ଭଦ୍ରକ ଏହାକୁ ମିଶାଇ ଭଦ୍ରକ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬କୁ ଛୁଇଁଲା । ସେହିପରି ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯୪ ଟପିଲା । ଏମାନେ ଧାମନଗର ଓ ତିହିଡ଼ି ଅଞ୍ଚଳର। ଆକ୍ରାନ୍ତଙ୍କ ସଂସ୍ପର୍ଶରେ କେଉଁମାନେ ଆସିଛନ୍ତି ସେ ସମ୍ପର୍କରେ ତଥ୍ୟ ସଂଗ୍ରହ କରାଯାଉଛି ।

ସକାଳେ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଆକ୍ରାନ୍ତ ଜଣକ ଭଦ୍ରକ ଜିଲ୍ଲାର ବୋଲି ଜଣାପଡ଼ିଥିଲା। ଏ ନେଇ ସ୍ୱାସ୍ଥ୍ୟ ବିଭାଗର ୱେବସାଇଟ୍‌ରେ ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here