ର।।ଜ୍ୟରେ ଆଉ ୧୪୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟିନ୍ ସେଣ୍ଟରରୁ ୧୩୨ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ୍ ରହିଛି ୧୧ । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ହଜାର ୩୮୮ ରେ ପହଁଞ୍ଚିଛି ।

LEAVE A REPLY

Please enter your comment!
Please enter your name here