୧୧ ଜିଲ୍ଲାରେ ସପ୍ତାହକୁ ୨ ଦିନ ସଟ୍‌ଡାଉନ୍ ଘୋଷଣା କରିଛନ୍ତି ରାଜ୍ୟ ସରକାର। ପ୍ରତି ଶନିବାର ଓ ରବିବାର କରୋନା ସଂକ୍ରମଣ ବଢ଼ିଥିବା ୧୧ ଜିଲ୍ଲାକୁ ସଟ୍‌ଡାଉନ୍ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।
ତେବେ ସଟ୍‌ଡାଉନ୍ ସତ୍ତ୍ୱେ ମଧ୍ୟ ବସ୍ ଚଳାଚଳ କରିବ। ଏହାସହ ପ୍ରାଇଭେଟ୍ ଗାଡ଼ି ଓ ଟ୍ୟାକ୍ସି ବସ୍ ଷ୍ଟାଣ୍ଡ, ରେଳ ଷ୍ଟେସନ, ଏୟାରପୋର୍ଟକୁ ଚଳାଚଳ କରିପାରିବ। ଏ ନେଇ ଟ୍ୱିଟ୍ କରି ରାଜ୍ୟ ସଡ଼କ ପରିବହନ କର୍ତ୍ତୃପକ୍ଷ ସ୍ପଷ୍ଟ କରିଛନ୍ତି।

LEAVE A REPLY

Please enter your comment!
Please enter your name here