ଜୁଲାଇ ୩୧ ଭିତରେ ପ୍ରକାଶ ପାଇପାରେ ଯୁକ୍ତ ଦୁଇ ପରୀକ୍ଷା ଫଳ । ୩୧ ସୁଦ୍ଧା ଫଳ ବାହାର କରିବାକୁ ଚେଷ୍ଟା କରୁଛୁ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି , ଜୁଲାଇ ୩୧ ସୁଦ୍ଧା ରେଜଲ୍ଟ ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି । ଆମେ ମଧ୍ୟ ୩୧ ସୁଦ୍ଧା ରେଜଲ୍ଟ ପ୍ରକାଶ କରିବାକୁ ଚେଷ୍ଟା କରୁଛୁ ।

LEAVE A REPLY

Please enter your comment!
Please enter your name here