ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭବାନୀପୁର ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜୟ ଲାଭ କରିଛନ୍ତି । ସେ ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ ପ୍ରିୟଙ୍କା ତିବ୍ରେଓ୍ବାଲାଙ୍କୁ 58 ହଜାରରୁ ଅଧିକ ଭୋଟରେ ପରାସ୍ତ କରିଛନ୍ତି ।

ମମତାଙ୍କୁ 84 ହଜାର 709 ଖଣ୍ଡ ଭୋଟ ମିଳିଥିବା ବେଳେ ପ୍ରିୟଙ୍କାଙ୍କୁ 26 ହଜାର 320 ଖଣ୍ଡ ଭୋଟ ମିଳିଛି ।

LEAVE A REPLY

Please enter your comment!
Please enter your name here