ଶିକ୍ଷକଙ୍କ ପାଇଁ ସପ୍ତମ ବେତନ କମିଶନ ଲାଗୁ ନିଷ୍ପତ୍ତି । ଏନେଇ ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ । ଏଡେଡ ବେସରକାରୀ ହାଇସ୍କୁଲ, ଉଚ୍ଚ ପ୍ରାଥମିକ ସ୍କୁଲ ଶିକ୍ଷକ ପାଇବେ । ଉଭୟ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ନୂତନ ବେତନ ପାଇବେ । ନୂତନ ବର୍ଦ୍ଧିତ ବେତନ ୧.୧.୨୦୨୨ଠାରୁ ଲାଗୁ ହେବ । ୨୬ ହଜାର ସ୍କୁଲ ଶିକ୍ଷକ ଓ ୧୬, ୬୬୪ କଲେଜ ଶିକ୍ଷକ ଉପକୃତ ହେବେ । କ୍ୟାବିନେଟ ନିଷ୍ପତ୍ତି ନେଇ ମୁଖ୍ୟ ସଚିବ ସୁରେଶ ମହାପାତ୍ରଙ୍କ ସୂଚନା ।