ପୁରୀ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଆସନ୍ତା ୧୯ କିମ୍ବା ୨୦ରେ ପୁରୀ ଆସିବା ନେଇ ସୂଚନା ରହିଛି । ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ପରୀ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ପୁରୀ ଗ୍ରସ୍ତରେ ଆସି ଶ୍ରୀମନ୍ଦିର ଯାଇପାରନ୍ତି ରାଷ୍ଟ୍ରପତି ।

LEAVE A REPLY

Please enter your comment!
Please enter your name here