ପୁଣି ପଶ୍ଚିମାଝଡ ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା । ୨୪ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଉତ୍ତର ପଶ୍ଚିମ ଓଡିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୩-୪ଦିନ ମଧ୍ୟରେ ତାପମାତ୍ରାରେ ହେବ ପରିବର୍ତ୍ତନ ।

LEAVE A REPLY

Please enter your comment!
Please enter your name here