ଓଡିଶା ଛାଡିବେ କ୍ରିଷନ କୁମାର । କେନ୍ଦ୍ରୀୟ ଡେପୁଟେସନରେ ଯିବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ତଥା ପୂର୍ତ୍ତ ସଚିବ କ୍ରୀଷନ କୁମାର । କେନ୍ଦ୍ର ବାଣିଜ୍ୟ ବିଭାଗର ଯୁଗ୍ମ ସଚିବ ପଦରେ ତାଙ୍କୁ ନିଯୁକ୍ତି ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।

LEAVE A REPLY

Please enter your comment!
Please enter your name here