Home Big Story ସୋନିଆ, ରାହୁଲଙ୍କୁ ଇଡି ନୋଟିସ Big StoryPoliticsTrending News ସୋନିଆ, ରାହୁଲଙ୍କୁ ଇଡି ନୋଟିସ By Takshak Bureau - June 1, 2022 166 0 Facebook Twitter Google+ Pinterest WhatsApp କଂଗ୍ରେସ ହାଇକମାଣ୍ଡ ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀଙ୍କୁ ନୋଟିସ ଜାରୀ କଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ନ୍ୟାସନାଲ ହେରାଲ୍ଡ ଟଙ୍କା ହେରଫେର ମାମଲାରେ ଇଡି ଏହି ନୋଟିସ ଜାରୀ କରିଥିବା ସୂଚନା । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହେବାକୁ ନୋଟିସ ଜାରୀ କରିଛି ଇଡି । RELATED ARTICLESMORE FROM AUTHOR National ରହସ୍ୟ ଘେରରେ ସିଟ୍ ନମ୍ବର 11 A Big Story ମିଳିଲା ବ୍ଲାକବକ୍ସ, ଜଣାପଡିବ ବିମାନ ଦୁର୍ଘଟଣାର କାରଣ National ପାଉଁଶ ହୋଇଗଲା ସ୍ବପ୍ନ LEAVE A REPLY Cancel reply Please enter your comment! Please enter your name here You have entered an incorrect email address! Please enter your email address here Save my name, email, and website in this browser for the next time I comment. - Advertisement - Latest article ରାଜ୍ୟରେ ଆଉ 5 କରୋନା ଆକ୍ରାନ୍ତ ଚିହ୍ନଟ Takshak Bureau - May 28, 2025 0 ଭୁବନେଶ୍ବର - ରାଜ୍ୟରେ ଆଉ ପାଞ୍ଚଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବା ପୁଣି ଚିନ୍ତାର... ମାଲକାନଗିରିରେ ପହଲଗାମ ପ୍ରତିବାଦ Takshak Bureau - April 25, 2025 0 ଜମ୍ମୁ କାଶ୍ମୀର ପହେଲଗାମ ଆତଙ୍କବାଦୀ ହାମଲାରେ ୨୮ ଜଣ ପର୍ଯ୍ୟଟକ ପ୍ରାଣ ହରାଇଛନ୍ତି। ଅତି ନିର୍ମମ ଭାବରେ ଆତଙ୍କୀ ମାନେ ନିର୍ଦ୍ଧୋଷୀ ପର୍ଯ୍ୟଟକଙ୍କ ପ୍ରାଣ ନେଇଛନ୍ତି। ଏଭଳି ଘଟଣାକୁ ବିଭିନ୍ନ ମହଲରେ ଦୃଢ଼... ଫେବୃଆରୀରୁ ଲାଗୁ ହେବ ଆୟୁଷ୍ମାନ ଭାରତ Takshak Bureau - December 30, 2024 0 ଆସନ୍ତା ଫେବୃଆରୀରୁ ଲାଗୁ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ । ନିର୍ବାଚନ ବେଳେ ଆଯୁଷ୍ମାନ ଭାରତ ଯୋଜନା ଲାଗୁ କରିବାକୁ ପ୍ରତିଶ୍ରୁତି ଦେଇଥିଲା ବିଜେପି । ଏବେ କ୍ଷମତାସୀନ ହେବାର ଛମାସ ପରେ...