ଜଗନ୍ନାଥ ସାରକା- ଆଇନ, ଆଦିବାସୀ କଲ୍ୟାଣ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ
ନିରଞ୍ଜନ ପୂଜାରୀ- ଅର୍ଥ ଓ ସଂସଦୀୟ ବ୍ୟାପାର
ରଣେନ୍ଦ୍ର ପ୍ରତାପ ସ୍ୱାଇଁ- କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ବିକାଶ
ପ୍ରମିଳା ମଲ୍ଲିକ- ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ
ଉଷା ଦେବୀ- ଗୃହ ଓ ନଗର ଉନ୍ନୟନ
ପ୍ରଫୁଲ୍ଲ ମଲ୍ଲିକ- ଇସ୍ପାତ ଓ ଖଣି, ପୂର୍ତ୍ତ
ପ୍ରତାପ ଦେବ- ଶକ୍ତି, ଶିଳ୍ପ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ
ଅତନୁ ସବ୍ୟସାଚୀ ନାୟକ- ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ
ପ୍ରଦୀପ ଅମାତ- ଜଙ୍ଗଲ ଓ ପରିବେଶ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକ ସମ୍ପର୍କ
ନବକିଶୋର ଦାସ- ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ
ଅଶୋକ ଚନ୍ଦ୍ର ପଣ୍ଡା- ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ
ଟୁକୁନି ସାହୁ- ଜଳ ସଂପଦ, ବାଣିଜ୍ୟ ଓ ପରିବହନ
ରାଜେନ୍ଦ୍ର ଢୋଲକିଆ- ଯୋଜନା ଓ ସଂଯୋଜନା
ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ)
ସମୀର ରଂଜନ ଦାଶ- ବିଦ୍ୟାଳୟ ଓ ଗଣଶିକ୍ଷା
ଅଶ୍ୱିନୀ କୁମାର ପାତ୍ର- ପର୍ଯ୍ୟଟନ, ଓଡ଼ିଆ ଭାଷା ଓ ସଂସ୍କୃତି, ଅବକାରୀ
ପ୍ରୀତିରଂଜନ ଘଡ଼େଇ- ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା
ଶ୍ରୀକାନ୍ତ ସାହୁ- ଶ୍ରମ ଓ ଇଏସ୍ଆଇ
ତୁଷାରକାନ୍ତି ବେହେରା- ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବ ସେବା
ରୋହିତ ପୂଜାରୀ- ଉଚ୍ଚ ଶିକ୍ଷା
ରୀତା ସାହୁ- ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ
ବାସନ୍ତୀ ହେମ୍ବ୍ରମ୍- ମହିଳା ଓ ଶିଶୁ କଲ୍ୟାଣ, ମିଶନ ଶକ୍ତି
ରାଷ୍ଟ୍ରମନ୍ତ୍ରୀ
ତୁଷାରକାନ୍ତି ବେହେରାଙ୍କୁ ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବ ସେବାର ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ) ଦାୟିତ୍ୱ ସହିତ ଗୃହ ରାଷ୍ଟମନ୍ତ୍ରୀ