କିଏ ହେବ ବାଚସ୍ପତି । ବାଚସ୍ପତି ନିର୍ବାଚନ ନେଇ ବିଧାନସଭା ସଚିବାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଜୁନ୍ ୧୩ ତାରିଖରେ ହେବ ବାଚସ୍ପତି ନିର୍ବାଚନ । ବାଚସ୍ପତି ନିର୍ବାଚନ ନେଇ ଆସନ୍ତା ଶୁକ୍ରବାର ପ୍ରାର୍ଥୀପତ୍ର ଦାଖଲ କରାଯିବ । ଭଞ୍ଜନଗର ବିଧାୟକ ବିକ୍ରମ କେଶରୀ ଆରୁଖ ବାଚସ୍ପତି ଭାବେ ନାମାଙ୍କନ ଦାଖଲ କରିପାରନ୍ତି ।

LEAVE A REPLY

Please enter your comment!
Please enter your name here