ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ଘୋଷଣା ହେବ ତାରିଖ । ଅପରାହ୍ନ 3ଟାରେ ମୁଖ୍ୟ ନିର୍ବାଚନ କମିଶନର ରାଷ୍ଟ୍ରପତି ନିର୍ବାଚନ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିବେ ବୋଲି କମିଶନଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ନିକଟରେ ଶେଷ ହେବାକୁ ଯାଉଥିବାରୁ ଦେଶର ପରବର୍ତ୍ତୀ ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ।

LEAVE A REPLY

Please enter your comment!
Please enter your name here