Home Big Story ବବିଙ୍କ ଉପସ୍ଥିତିରେ ଦଳରେ ସାମିଲ ହେଲେ Big StoryTrending News ବବିଙ୍କ ଉପସ୍ଥିତିରେ ଦଳରେ ସାମିଲ ହେଲେ By Takshak Bureau - June 21, 2022 170 0 Facebook Twitter Google+ Pinterest WhatsApp ବିଜୁ ଜନତା ଦଳରେ ସାମିଲ ହେଲେ କଟକ ସୂତାହାଟର ମିନତୀ ପଟ୍ଟନାୟକ । କୋଟିଏରୁ ଅଧିକ ଟଙ୍କାର ସମ୍ପତ୍ତି ରିକ୍ସା ଚାଳକଙ୍କ ନାଁରେ ଲେଖି ଚର୍ଚ୍ଚାକୁ ଆସିଥିଲେ ମିନତୀ । ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥି୍ିତିରେ ବିଜୁ ଜନତା ଦଳରେ ସେ ଯୋଗ ଦେଇଛନ୍ତି । RELATED ARTICLESMORE FROM AUTHOR Big Story ସ୍ନାନମଣ୍ଡପରେ ଶ୍ରୀଜୀଉଙ୍କୁ ଦର୍ଶନ କଲେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ Big Story ପାଗ ଖରାପ ଯୋଗୁ ବିଳମ୍ବ ହେଉଛି ଅନ୍ତରୀକ୍ଷ ଯାତ୍ରା Big Story ଶେଷରେ ମାନିଲା ସୋନମ୍, ପ୍ରେମ ପାଇଁ ହତ୍ୟା କରିଛି ସ୍ବାମୀକୁ LEAVE A REPLY Cancel reply Please enter your comment! Please enter your name here You have entered an incorrect email address! Please enter your email address here Save my name, email, and website in this browser for the next time I comment. - Advertisement - Latest article ରାଜ୍ୟରେ ଆଉ 5 କରୋନା ଆକ୍ରାନ୍ତ ଚିହ୍ନଟ Takshak Bureau - May 28, 2025 0 ଭୁବନେଶ୍ବର - ରାଜ୍ୟରେ ଆଉ ପାଞ୍ଚଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବା ପୁଣି ଚିନ୍ତାର... ମାଲକାନଗିରିରେ ପହଲଗାମ ପ୍ରତିବାଦ Takshak Bureau - April 25, 2025 0 ଜମ୍ମୁ କାଶ୍ମୀର ପହେଲଗାମ ଆତଙ୍କବାଦୀ ହାମଲାରେ ୨୮ ଜଣ ପର୍ଯ୍ୟଟକ ପ୍ରାଣ ହରାଇଛନ୍ତି। ଅତି ନିର୍ମମ ଭାବରେ ଆତଙ୍କୀ ମାନେ ନିର୍ଦ୍ଧୋଷୀ ପର୍ଯ୍ୟଟକଙ୍କ ପ୍ରାଣ ନେଇଛନ୍ତି। ଏଭଳି ଘଟଣାକୁ ବିଭିନ୍ନ ମହଲରେ ଦୃଢ଼... ଫେବୃଆରୀରୁ ଲାଗୁ ହେବ ଆୟୁଷ୍ମାନ ଭାରତ Takshak Bureau - December 30, 2024 0 ଆସନ୍ତା ଫେବୃଆରୀରୁ ଲାଗୁ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ । ନିର୍ବାଚନ ବେଳେ ଆଯୁଷ୍ମାନ ଭାରତ ଯୋଜନା ଲାଗୁ କରିବାକୁ ପ୍ରତିଶ୍ରୁତି ଦେଇଥିଲା ବିଜେପି । ଏବେ କ୍ଷମତାସୀନ ହେବାର ଛମାସ ପରେ...