ଆରପାରିରେ ସେଆର ମାର୍କେଟ କିଙ୍ଗ୍ ରାକେଶ ଝୁନଝୁନୱାଲା । ୬୨ ବର୍ଷ ବୟସରେ ହୃଦଘାତରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୁମ୍ବାଇର ବ୍ରିିଜକ୍ୟାଣ୍ଡି ହସ୍ପିଟାଲରେ ତାଙ୍କର ବିୟୋଗ ହୋଇଛି । ଗତକିଛିଦିନ ପୂର୍ବରୁ ସେ ହସ୍ପିଟାଲରୁ ଡିସଚାର୍ଜ ହୋଇଥିଲେ । କିନ୍ତୁ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟା କାରଣରୁ ସେ ପୁଣିଥରେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ରାକେଶଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିଛନ୍ତି ।

LEAVE A REPLY

Please enter your comment!
Please enter your name here