ମହମ୍ମଦ ମୋକିମଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ । କଟକ ବିଧାୟକ ତଥା ମେଟ୍ରୋ ବିଲଡର୍ସ ଏମଡି ମହମ୍ମଦ ମୋକିମଙ୍କୁ ଜେଲ ଦଣ୍ଡାଦେଶ କରିଛନ୍ତି ଭିଜିଲାନ୍ସ କୋର୍ଟ । ମୋକିମଙ୍କ ସହ ପୂର୍ବତନ ଆଇଏଏସ ବିନୋଦ କୁମାରଙ୍କୁ ମଧ୍ୟ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ । ଓଆରଏଚଡିସି ଦୁର୍ନୀତି ମାମଲାରେ ଦଣ୍ଡାଦେଶ ଶୁଣାଇଛନ୍ତି ଭିଜିଲାନ୍ସ କୋର୍ଟ । କମ୍ପାନୀ ସେକ୍ରେଟାରୀ ସ୍ୱସ୍ତିରଞ୍ଜନ ମହାନ୍ତି ଓ ମେଟ୍ରୋ ବିଲଡର୍ସର ନିର୍ଦ୍ଦେଶକ ପୀୟୂଷ ମହାନ୍ତିଙ୍କୁ ବି ୩ ବର୍ଷ ଜେଲ୍ ଦଣ୍ଡାଦେଶ ହୋଇଛି ।

LEAVE A REPLY

Please enter your comment!
Please enter your name here