ଦୀପାବଳି ଅବସରରେ ରେଲୱେ କର୍ମଚାରୀଙ୍କୁ କେନ୍ଦ୍ରସରକାରଙ୍କ ଗିଫ୍ଟ । ରେଳ କର୍ମଚାରୀଙ୍କ ପାଇଁ ୭୮ ଦିନର ବୋନସ ଘୋଷଣା । ରେଳ କର୍ମଚାରୀଙ୍କୁ ସର୍ବାଧିକ ୧୭,୯୫୧ ଟଙ୍କା ପର୍ଯ୍ୟନ୍ତ ବୋନସ । ରେଲୱେର ୧୧.୨୭ ଲକ୍ଷ କର୍ମଚାରୀ ପାଇବେ ୧୮୩୨ କୋଟି ଟଙ୍କା । ବୋନସ ନେଇ କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି ।

LEAVE A REPLY

Please enter your comment!
Please enter your name here