ରାଜ୍ୟରେ ଓକିଲ ଆନ୍ଦୋଳନ ନେଇ ସୁପ୍ରିମକୋର୍ଟଙ୍କ ବଡ ନିର୍ଦ୍ଦେଶ । ଆନ୍ଦୋଳନ କରୁଥିବା ଓକିଲଙ୍କ ଲାଇସେନ୍ସ ବାତିଲ ପାଇଁ ନିର୍ଦ୍ଦେଶ । ଲାଇସେନ୍ସ ବାତିଲ ପାଇଁ ବାର୍ କାଉନସିଲ ଅଫ ଇଣ୍ଡିଆକୁ ନିର୍ଦ୍ଦେଶ । ନ୍ୟାୟିକ ଅଧିକାରୀଙ୍କୁ ସୁରକ୍ଷା ଯୋଗାଇବାକୁ ପୋଲିସକୁ ନିର୍ଦ୍ଦେଶ । ନ୍ୟାୟିକ ଅଧିକାରୀ, ମହକିଲଙ୍କୁ ସୁରକ୍ଷା ଦେବାକୁ କହିଲେ କୋର୍ଟ । କୋର୍ଟ ଚାଲିବାକୁ ଆବଶ୍ୟକ ହେଲେ ଆନ୍ଦୋଳନକାରୀଙ୍କୁ ଗିରଫ ନିର୍ଦ୍ଦେଶ ।

LEAVE A REPLY

Please enter your comment!
Please enter your name here