ସୋରଡା ଥାନା ବ୍ରାହ୍ମଣଦେଇ ଗାଁରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ୧୧ଟି ପରିବାରର ୩୦ ବଖରା ଘର । ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି । ଅଗ୍ନିଶମବାହିନୀକୁ ଖବର ଦେଇଥିଲେ ସ୍ଥାନୀୟ ଲୋକେ । ଅଗ୍ନିଶମବାହିନୀ ପହଁଞ୍ଚି ନିଆାଁକୁ ଆୟତ୍ତ କରିଛି । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି । ଅଗ୍ନି ବିପନ୍ନଙ୍କୁ ସରକାରୀ ସାହାର୍ଯ୍ୟ ଯୋଗାଇଦେବାକୁ ଦାବି ହୋଇଛି ।

LEAVE A REPLY

Please enter your comment!
Please enter your name here