ବାଲେଶ୍ବର ଟ୍ରେନ ଦୁର୍ଘଟଣା ପାଇଁ ଦୁଃଖ ପ୍ରକାଶ କରିବା ସହ ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏସଆରସି କଣ୍ଟ୍ରୋଲ ରୁମରେ ପହଞ୍ଚି ମୁଖ୍ୟମନ୍ତ୍ରୀ ଉଦ୍ଧାର କାର୍ଯ୍ୟ ତ୍ବାରାନୀତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତାକାଲି ସକାଳେ ମୁଖ୍ୟମନ୍ତ୍ରୀ ଦୁର୍ଘଟଣାସ୍ଥଳକୁ ଯିବେ ବୋଲି ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here