ବିଜେଡି କର୍ପୋରେଟର ଅମରେଶ ଜେନାଙ୍କ ନାଁରେ ବହୁତ୍ ବଡ଼ ଅଭିଯୋଗ । ଲକ୍ଷ୍ମୀସାଗର ଥାନାରେ ଯୁବତୀଙ୍କ ସଙ୍ଗିନ ଅଭିଯୋଗ । ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିଥିବା ଥାନାରେ ଅଭିଯୋଗ କରିଛନ୍ତି ଯୁବତୀ । ମାମଲା ରୁଜୁ ସହ ଯୁବତୀଙ୍କ ବୟାନ ରେକର୍ଡ କରିଛି ପୁଲିସ । ହତ୍ୟା ଧମକ ଦିଆଯାଉଥିବା ଅଭିଯୋଗ କରିଛନ୍ତି ଯୁବତୀ । ତା ସହ ଭ୍ରୂଣ ହତ୍ୟା ଅଭିଯୋଗ ମଧ୍ୟ ଆଣିଛନ୍ତି ।

LEAVE A REPLY

Please enter your comment!
Please enter your name here