ଅସଦାଚରଣ ମାମଲାରେ ନିଲମ୍ବିତ ଶିକ୍ଷକ ଫେରାର ।
ବେତନଟୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ପ୍ରମୋଦ ମହାନ୍ତୀ, ଯିଏ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ନିଲମ୍ବିତ ହୋଇଥିଲେ, ସେ ବର୍ତ୍ତମାନ ଫେରାର ଅଛନ୍ତି । ବିଦ୍ୟାଳୟ ପ୍ରଧାନ ଶିକ୍ଷକ ତାଙ୍କ ବିରୋଧରେ ବୈଶିଙ୍ଗା ଥାନାରେ ଏତଲା ଦେଇଛନ୍ତି । ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।

LEAVE A REPLY

Please enter your comment!
Please enter your name here