ଅନୁଗୋଳ ଜିଲ୍ଲା ବାଗଡିଆ ଥାନା ଅଞ୍ଚଳରେ ଗଣଦୁଷ୍କର୍ମ ଘଟିଥିବା ଏକ ମହିଳା ଅଭିଯୋଗ ଦେଇଛନ୍ତି । ସୂଚନା ଅନୁଯାୟୀ, ଛେଣ୍ଡିପଦା ହସ୍ପିଟାଲରୁ କାମ ଶେଷ କରି ଘରକୁ ଫେରୁଥିବା ବେଳେ ବାରମଞ୍ଚା ନିକଟରେ ତିନି ଯୁବକ ମିଶି ତାଙ୍କୁ ଗଣଦୁଷ୍କର୍ମ କରିଥିଲେ । ଘଟଣା ସମ୍ପର୍କରେ ବାଗଡିଆ ଥାନାରେ ଏତଲା ହେବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ଓ ଅଭିଯୁକ୍ତମାନଙ୍କୁ ଗିରଫ କରିଛି ।

LEAVE A REPLY

Please enter your comment!
Please enter your name here