ଭିଜିଲାନ୍ସ ଜାଲରେ ଓଏଏସ୍ ଅଧିକାରୀ। ଗଞ୍ଜାମ ବେଲଗୁଣ୍ଠା NAC କାର୍ଯ୍ୟନିର୍ବାହୀ ଅଧିକାରୀ ବନମାଳୀ ଶତପଥୀ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ୨୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ । ଜଣେ କର୍ମଚାରୀଙ୍କ ରିଲିଜ ଅର୍ଡର ଓ ଏରିୟର କରାଇଦେବାକୁ ଲାଞ୍ଚ ନେଉଥିଲେ। ବନମାଳୀଙ୍କ ଆୟ ବର୍ହିଭୁତ ସମ୍ପତ୍ତି ଯାଞ୍ଚ କରୁଛି ଭିଜିଲାନ୍ସ । ଏହା ପରେ ବନମାଳୀଙ୍କ ୩ଟି ସ୍ଥାନରେ ରେଡ୍‌ ଚାଲିଛି । ବନମାଳୀଙ୍କ ଅଫିସ୍, କ୍ୱାର୍ଟର ଓ କବିସୂର୍ଯ୍ୟନଗର ଠାରେ ଥିବା ଦୁଇଟି ବାସଭବନରେ ମଧ୍ଯ ରେଡ୍ ଚାଲିଛି ।

LEAVE A REPLY

Please enter your comment!
Please enter your name here