ବଢିଲା ବିଧାୟକଙ୍କ ଦରମା । ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟ ମାନଙ୍କ ଦରମା, ଭତ୍ତା ଓ ପେନସନ୍ ବିଲ ୨୦୨୫ ଗୃହରେ ପାରିତ ହୋଇଛି। ବିଧାନସଭା ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମୁଲତବି ହେବା ପୂର୍ବରୁ ଏହି ବିଲ୍ ଗୃହରେ ପାରିତ ହୋଇଛି।

ବାଚସ୍ପତିଙ୍କ ଦରମା ୪୦ ହଜାର ୫୦୦ରୁ ୯୮ ହଜାରକୁ ବୃଦ୍ଧି ହେବ ।

ଉପ-ବାଚସ୍ପତିଙ୍କ ମାସିକ ଦରମା ୩୮ ହଜାରରୁ ୯୪ ହଜାରକୁ ବୃଦ୍ଧି ହେବ ।

କାର ଭତ୍ତା ମାସିକ ୧୭ ହଜାର ରୁ ୮୯ ହଜାର ହେବ ।

ବ୍ୟକ୍ତିଗତ ବ୍ୟୟ ଭତ୍ତା ୪୦ ହଜାର ଟଙ୍କା ବଦଳରେ ୧ ଲକ୍ଷ ୮୧ ହଜାର ଟଙ୍କା ବୃଦ୍ଧି ହେବ ।

ବାସଗୃହ ଭତ୍ତା ମାସିକ ୧ ଶହ ଟଙ୍କା ବଦଳରେ ଦୈନିକ ୨୦୦୦ ଟଙ୍କା ପାଇବେ ।

ବୈଠକ ଭତ୍ତା ୮୦୦ ଟଙ୍କା ବଦଳରେ ୨୦୦୦ ଟଙ୍କା ବୃଦ୍ଧି ପାଇଛି।

LEAVE A REPLY

Please enter your comment!
Please enter your name here