ଉଠା ଦୋକାନୀଙ୍କ ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସହରାଞ୍ଚଳ ଉଠା ଦୋକାନୀଙ୍କ ପାଇଁ ପାଣ୍ଠି ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ । ଉଠା ଦୋକାନୀଙ୍କ ପାଇଁ ୨୬ କୋଟି ୨୯ ଲକ୍ଷ ୭୧ ହଜାର ମଞ୍ଜୁର । ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ଅର୍ଥରାଶି ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ । ଲକଡାଉନ୍ ପାଇଁ ଉଠା ଦୋକାନୀ କ୍ଷତିଗ୍ରସ୍ତ ହୋଇଥିବାରୁ ଏହି ପ୍ୟାକେଜ ଘୋଷଣା ହୋଇଛି । ରାଜ୍ୟର ୮୭ ହଜାର ୬୫୭ ଉଠା ଦୋକାନୀ ଉପକୃତ ହେବେ ।

LEAVE A REPLY

Please enter your comment!
Please enter your name here