ଯୁକ୍ତ ଦୁଇ ସିଟ୍ ଠାରୁ ଅଧିକ ସଂଖ୍ୟାରେ ପିଲା ମାଟ୍ରିକ ବାସ୍ କରିବା ପ୍ରସଙ୍ଗ । ଜୁନିଅର କଲେଜରେ ଯୁକ୍ତ ଦୁଇ ସିଟ୍ ବଢାଇବା ପାଇଁ ଅନୁମତି । ଉଚ୍ଚମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଅନୁମତି ଦେଇଛନ୍ତି ସରକାର । ଯେଉଁ ଜୁନିଅର କଲେଜମାନେ ଚାହିଁବେ ଆବେଦନ କରିପାରିବେ । ସିଟ୍ ବୃଦ୍ଧି ପାଇ ୭ ଦିନ ମଧ୍ୟରେ ଆବେଦନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସାମ୍ସରେ ଅନଲାଇନ ଜରିଆରେ ଆବେଦନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଚଳିତବର୍ଷ ୫ ଲକ୍ଷ ୬୨ ହଜାର ୧୦ ପିଲା ମାଟ୍ରିକ ପାସ୍ କରିଛନ୍ତି । ତେବେ ରାଜ୍ୟରେ ସିଟ୍ ସଂଖ୍ୟା ରହିଛି ୪ ଲକ୍ଷ ୪୩ ହଜାର ୩୫୪ ରହିଛି ।

LEAVE A REPLY

Please enter your comment!
Please enter your name here