ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଢେଙ୍କାନାଳ , କେନ୍ଦୁଝର, କଟକ, ଖୋର୍ଦ୍ଧା, ପୁରୀ ଜିଲ୍ଲା କୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ପର୍ଯ୍ୟନ୍ତ ୫ ଜିଲ୍ଲାକୁ ରେଡ ୱାର୍ଣ୍ଣଂ ଜାରି କରାଯାଇଛି । ପ୍ରବଳ ବର୍ଷା ସମ୍ଭାବନା ନେଇ ୧୦ ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି । ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here