ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ପରଲୋକ । ସଡକ ଦୁର୍ଘଟଣାରେ ଫଟୋ ସାମ୍ବାଦିକ ଅଶୋକ ପଣ୍ଡା ଆଖି ବୁଜିଛନ୍ତି । ପୁରୀ ଯାଉଥିବାବେଳେ ସାତଶଙ୍ଖ ନିକଟରେ ଦୁର୍ଘଟଣା ଘଟିଛି । ଦୁର୍ଘଟଣା ପରେ କ୍ୟାପିଟାଲ ହସ୍ପିଟାଲରେ ମୃତ ଘୋଷଣା କଲେ ଡାକ୍ତର । ରଥଯାତ୍ରାର ଖବର ସଂଗ୍ରହ ପାଇଁ ପୁରୀ ଯାଉଥିବା ବେଳେ ଦୁର୍ଘଟଣା ଘଟିଛି । ଦୈନିକ ଖବରକାଗଜ ‘ସମୟ’ ସହ ଦୀର୍ଘ ଦିନ ଧରି ଜଡିତ ଥିଲେ ।

LEAVE A REPLY

Please enter your comment!
Please enter your name here