କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇରେ ଦୁଇ ଜଣ ସ୍କୁଲ ଛାତ୍ରୀଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା । ଲିଫ୍ଟ ଦେବା ବାହାନାରେ ଦୁଇ ଛାତ୍ରୀଙ୍କୁ ଅପହରଣ କରାଯାଇଥିବା ପଟ୍ଟାମୁ ଣ୍ଡାଇ ଥାନାରେ ଅଭିଯୋଗ ହୋଇଥିଲା । ଦୁଇ ଛାତ୍ରୀଙ୍କ ମଧ୍ୟରେ ଜଣେ ପଞ୍ଚମ ଶ୍ରେଣୀରେ ପଢୁଥିବାବେଳେ ଆଉ ଜଣେ ଛାତ୍ରୀ ତୃତୀୟ ଶ୍ରେଣୀରେ ପଢୁଛନ୍ତି । ଦୁଇ ଛାତ୍ରୀ ସ୍କୁଲକୁ ଗଲାବେଳେ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା । ତେବେ ଥାନାରେ ଅଭିଯୋଗ ହେବା ପରେ ଅଭିଯୁକ୍ତ ଧରାପଡିବା ସହ ଦୁଇ ଛାତ୍ରୀଙ୍କୁ ଉଦ୍ଧାର କରାଯାଇଛି ।

LEAVE A REPLY

Please enter your comment!
Please enter your name here