ଦିବଙ୍ଗତ ସାମ୍ବାଦିକ ଅରିନ୍ଦମଙ୍କ ପରିବାରକୁ ରାଜ୍ୟ ସରକାର ସହାୟତା ଘୋଷଣା କରିଛନ୍ତି । ୪ ଲକ୍ଷ ଟଙ୍କାର ସହାୟତା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡିଶା ୱାର୍କିଂ ଜର୍ଣ୍ଣାଲିଷ୍ଟ ୱେଲଫେୟାର ଫଣ୍ଡରୁ ୪ ଲକ୍ଷ ମଞ୍ଜୁର କରିଛନ୍ତି । ସୂଚନା ଓ ଲୋକସମ୍ପର୍କ ବିଭାଗର ଉପଦେଷ୍ଟା ମାନସ ମଙ୍ଗରାଜ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି ।
ଗତକାଲି ମୁଣ୍ଡଳି ଡଙ୍ଗାବୁଡି ଘଟଣାରେ ପ୍ରାଣ ହରାଇଥିଲେ ଓଟିଭିର କାର୍ଯ୍ୟରତ ସାମ୍ବାଦିକ ଅରିନ୍ଦମ ଦାସ

LEAVE A REPLY

Please enter your comment!
Please enter your name here