ଆଉ ନାହାଁନ୍ତି ନେତାଜୀ । ଉତ୍ତର ପ୍ରଦେଶ ରାଜନୀତିରେ ନେତାଜୀ ଭାବେ ପରିଚିତ ପରଲୋକରେ ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ । ୮୨ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଗୁରୁଗାଁଓ ସ୍ଥିତ ମେଦାନ୍ତ ହସ୍ପିଟାଲରେ ଗତ କିଛି ଦିନ ହେବ ତାଙ୍କର ଚିକିତ୍ସା ଚାଲିଥିଲା । ଉତ୍ତରପ୍ରଦେଶର ଜନ୍ମସ୍ଥାନ ସଫାଇରେ ତାଙ୍କର ଶେଷକୃତ୍ୟ କରାଯିବ । ଉତ୍ତରପ୍ରଦେଶରେ ୩ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯିବ ।

LEAVE A REPLY

Please enter your comment!
Please enter your name here