ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଆଉ ବର୍ଷେ ମିଳିବ ମାଗଣା ଯୋଜନା । ୨୦୨୩ ଜାନୁଆରୀରୁ ଡିସେମ୍ବର ପର୍ଯ୍ୟନ୍ତ ମିଳିବ ମାଗଣା ଚାଉଳ । ବର୍ଷେ ମାଗଣା ଚାଉଳ ମିଳିବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ମାସିକ ମୁଣ୍ଡପିଛା ମିଳିବ ୫ କେଜି ଚାଉଳ, ଖର୍ଚ୍ଚ ହେବ ୧୮୫କୋଟି