ବ୍ରହ୍ମପୁରର ଗୁରୁତର ବିଜେଡି ନେତ୍ରୀ ମୀନାକ୍ଷୀ ମିଶ୍ରଙ୍କ ମୃତ୍ୟୁ ସୂଚନା । ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ମୃତ୍ୟୁ ସୂଚନା । ପୁଅର ଗିରଫଦାରୀକୁ ବିରୋଧ କରି ଆତ୍ମହତ୍ୟା ଉଦ୍ୟମ କରିଥିଲେ । ବ୍ରହ୍ମପୁର ଏସପି ଅଫିସ ସାମ୍ନାରେ ଆତ୍ମାହୁତି ଉଦ୍ୟମ କରିଥିଲେ । କିରାସିନି ଢାଳି ଦେହରେ ନିଆଁ ଲଗାଇ ଦେଇଥିଲେ ମୀନାକ୍ଷୀ । ମୀନାକ୍ଷୀଙ୍କ ଶରୀରର ୯୫ ପ୍ରତିଶତ ପୋଡି ଯାଇଥିଲା । ଗତ ୧୪ରେ ଏସସିବିରୁ ଭୁବନେଶ୍ୱର ସ୍ଥାନାନ୍ତର ହୋଇଥିଲେ ।