ଭୁବନେଶ୍ୱରକୁ ପୁଣି ଫେରିଲା କଣ୍ଟେନମେଣ୍ଟ । ସଙ୍କ୍ରମଣ ବଢିବାରୁ ପୁଣି ଭୁବନେଶ୍ୱରକୁ ଫେରିଲା କଣ୍ଟେନମେଣ୍ଟ । ଫରେଷ୍ଟ ପାର୍କ ଅଞ୍ଚଳର ଏକ ଆପାଟମେଣ୍ଟକୁ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି । ୫୨ ନମ୍ବର ୱାର୍ଡ ରାଜେନ୍ଦ୍ର ବିହାର ଆପାଟମେଣ୍ଟ କଣ୍ଟେନମେଣ୍ଟ ଘୋଷଣା । ସଂପୃକ୍ତ ଅଞ୍ଚଳରୁ କେହି ଆସିପାରିବେନି କି ସେଠାକୁ କେହି ଯାଇପାରିବେନି ।

LEAVE A REPLY

Please enter your comment!
Please enter your name here