ପୂର୍ବତନ ବାଚସ୍ପତି ଶରତ କରଙ୍କ ପରଲୋକ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୮୧ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ବିଧାନସଭାରେ ସେ ଏକାଧିକ ଥର ବାଚସ୍ପତି ଭାବରେ ଦାୟିତ୍ୱ ସମ୍ପାଦନ କରିଥିଲେ । ବିଜୁ ପଟ୍ଟନାୟକଙ୍କ ମନ୍ତ୍ରୀମଣ୍ଡଳରେ ମଧ୍ୟ ସେ ବିଭିନ୍ନ ବିଭାଗର ମନ୍ତ୍ରୀଭାବରେ କାର୍ଯ୍ୟ କରିଥିଲେ । ତାଙ୍କର ଦେହାନ୍ତ ଖବରକୁ ନେଇ ତାଙ୍କ ପୁଅ ଟୁଇଟ୍ କରି ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here