ଆସନ୍ତା 6 ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଘୂର୍ଣ୍ଣିବଳୟ ସୃଷ୍ଟି ହେବା ପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ତେବେ ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଓ ଲଘୁଚାପକୁ ନେଇ ସରକାର ଆଗୁଆ ସଜାଗ ହୋଇଛନ୍ତି । ମେ ମାସରେ ବାରମ୍ବାର ବାତ୍ୟା ହେଉଥିବାରୁ ଏସଆରସି ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକୁ ପ୍ରସ୍ତୁତ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ତେବେ ପାଣିପାଗ ବିଭାଗ ପକ୍ଷରୁ ସମ୍ଭାବ୍ୟ ଲଘୁଚାପର ପ୍ରଭାବ ଓଡିଶା ଉପରେ ପଡିବ କି ନାହିଁ, କିଛି ସ୍ପଷ୍ଟ ହୋଇନାହିଁ ।

LEAVE A REPLY

Please enter your comment!
Please enter your name here