ପାରଳାଖେମୁଣ୍ଡି ଏସିଏଫ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆସିଲା ସୌମ୍ୟ ରଞ୍ଜନଙ୍କ ପୋଷ୍ଟମର୍ଟମ ରିପୋର୍ଟ । ୯୫ ପ୍ରତିଶତ ପୋଡି ଯାଇଥିବାରୁ ମୃତ୍ୟୁ ହୋଇଥିବା ରିପୋର୍ଟରେ ଲେଖା ହୋଇଛି । ପାକସ୍ଥଳୀ ଖାଲି ଥିବା ଏବଂ ସେଥିରେ କୌଣସି ଦୁର୍ଗନ୍ଧ ନଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି । ପୋଷ୍ଟମର୍ଟମର ୬ ଘଣ୍ଟା ପୂର୍ବରୁ ସୌମ୍ୟଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ । ପୋଡା ଦେହରୁ କିରୋସିନି ଗନ୍ଧ ଆସୁଥିବା ରିପୋର୍ଟରେ ଉଲ୍ଲେଖ ରହିଛି । ସୌମ୍ୟ ପୋଷ୍ଟମର୍ଟମ ରିପୋର୍ଟ ପରିବାରକୁ ହସ୍ତାନ୍ତର କରାଯାଇଛି ।

LEAVE A REPLY

Please enter your comment!
Please enter your name here