ଏମଏସଏମଇ ପାଇଁ 289 କୋଟି ଟଙ୍କାର ପ୍ୟାକେଜ ଘୋଷଣା । କୋଭିଡ 19 ପାଇଁ ମଧ୍ୟମ, କ୍ଷୁଦ୍ର ଓ ଅଣୁ କ୍ଷୁଦ୍ର ଶିଳ୍ପଗୁଡିକୁ ଆର୍ଥିକ ପ୍ରୋତ୍ସାହନ ଦେବାକୁ ରାଜ୍ୟ ସରକାର ଏହି ପ୍ୟାକେଜ ଘୋଷଣା କରିଛନ୍ତି । ପ୍ୟାକେଜ ଭିତରେ ସୁଧ ରିହାତି, ସବସିଡ୍ ବ୍ୟବସ୍ଥା ରହିଛି । ମୁଖ୍ୟତଃ ମହିଳା ଓ ଦୁର୍ବଳ ଶ୍ରେଣୀର ଶିଳ୍ପୋଦ୍ୟାଗୀଙ୍କୁ ଆର୍ଥିକ ସହାୟତା ଦେବାକୁ ଏହି ପ୍ୟାକେଜର ଲକ୍ଷ୍ୟ । ପ୍ୟାକେଜରେ ମହିଳାମାନଙ୍କ ଦ୍ବାରା ଚାଲୁଥିବା 40 ପ୍ତତିଶତ ଏମଏସଏମଇ ପାଇଁ 108 କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି ।

LEAVE A REPLY

Please enter your comment!
Please enter your name here